ETV Bharat / state

ବୌଦ୍ଧରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ଭିଭିପାଟ୍‌ ସଚେତନତା କାର୍ଯ୍ୟକ୍ରମ

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଇଭିଏମ ଓ ଭିଭିପାଟ ସଚେତନତା କାର୍ଯ୍ୟକ୍ରମ ।

author img

By

Published : Mar 6, 2019, 11:01 PM IST

ଫଟୋ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ

ବୌଦ୍ଧ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଇଭିଏମ ଓ ଭିଭିପାଟ ସଚେତନତା କାର୍ଯ୍ୟକ୍ରମ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଦିନ ଏନେଇ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ତେବେ ଉଭୟ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୦୩୮ଟି ଗ୍ରାମରେ ଜନସାଧାରଣଙ୍କୁ ସଚେତନ କରିବା ନେଇ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ

ଆଗାମୀ ନିର୍ବାଚନରେ ପ୍ରଥମ ଥର ପାଇଁ ଭିଭିପାଟ ମେସିନ୍‌ର ବ୍ୟବହାର ହେବାକୁ ଥିବାରୁ ଏନେଇ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ବ୍ୟବସ୍ଥା କରିଯାଇଛି । ସୂଚନା ଅନୁଯାୟୀ ନିର୍ବାଚନ ପୂର୍ବରୁ ଜିଲ୍ଲାରେ ବ୍ୟାପକ ସଚେତନ କରିବା ପାଇଁ ନିଷ୍ପତ୍ତି ହୋଇଛି ।

ଏଥିସହ ଦୁଇ ନିର୍ବାଚନ ମଣ୍ଡଳୀରେ ଥିବା ସମ୍ବେଦନଶୀଳ ବୁଥ ଚିହ୍ନଟ କରିବା ସହ ସିସିଟିଭି ଓ ସୁରକ୍ଷାକୁ ବିଶେଷ ଗୁରୁତ୍ବ ଦେବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି ।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ

Intro:ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଦ୍ବିତୀୟ ପର୍ଯ୍ୟାୟ ଇଭିଏମ ଓ ଭିଭିପ୍ୟାଟ ସଚେତନତା ନିମନ୍ତେ ପ୍ରସ୍ତୁତି ହୋଇଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଦିନ ଏନେଇ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି ।

Body:ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଓ ବୌଦ୍ଧ ଉଭୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ୧୦୩୮ ଗୋଟି ଗ୍ରାମରେ ବି ଏଲ ଓ ମାନେ ପହଞ୍ଚି ଜନସାଧାରଣ ଙ୍କୁ ଇଭିଏମ ଓ ଭିଭିପ୍ୟାଟ ବ୍ୟବହାର ତଥା ସୂଚନା ନିମନ୍ତେ ବ୍ୟାପକ ସଚେତନ କରିବା ପାଇଁ ନିଷ୍ପତ୍ତି ହୋଇଛି । ଏଥିସହ ଦୁଇ ନିର୍ବାଚନ ମଣ୍ଡଳୀରେ ଥିବା ସମ୍ବେଦନଶୀଳ ବୁଥ ଚିହ୍ନଟ ସହ ସିସିଟିଭି ଓ ସୁରକ୍ଷା କୁ ବିଶେଷ ଗୁରୁତ୍ୱ ଦେବାକୁ ନିଷ୍ପତ୍ତି ନିଆଯାଇଛି ।

Conclusion:ବାଇଟ---ଶୀତାଂସୁ କୁମାର ରାଉତ, ଜିଲ୍ଲାପାଳ
ବୌଦ୍ଧ ରୁ ସତ୍ୟ ନାରାୟଣ ପାଣି, ଈଟିଭି ନ୍ୟୁଜ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.