ETV Bharat / state

ମଧ୍ୟାହ୍ନ ଭୋଜନ ଖାଇ 50ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ

author img

By

Published : Oct 25, 2019, 6:26 PM IST

Updated : Oct 25, 2019, 7:41 PM IST

ମଧ୍ୟାହ୍ନ ଭୋଜନ ଖାଇ 50ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ । ଏହି ଘଟଣାଟି ବୌଦ୍ଧ କଣ୍ଟାମାଳ ବ୍ଲକ ଲୋକାପଡ଼ା ପ୍ରାଥମିକ ବିଦ୍ୟାଳୟରେ ଘଟିଛି । ଅଧିକ ଖବର ପଢନ୍ତୁ...

ମଧ୍ୟାହ୍ନ ଭୋଜନ ଖାଇ 50ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ

ବୌଦ୍ଧ: ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ । ଏହି ଘଟଣାଟି ବୌଦ୍ଧ କଣ୍ଟାମାଳ ବ୍ଲକ ଲୋକାପଡ଼ା ପ୍ରାଥମିକ ବିଦ୍ୟାଳୟରେ ଘଟିଛି।

ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ 10ଜଣ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହେବାରୁ ସୋନପୁର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି ।

ସୂଚନା ଥାଉକି, ଉକ୍ତ ବିଦ୍ୟାଳୟରେ ସମୁଦାୟ ୧୨୧ ଜଣ ଛାତ୍ରଛାତ୍ରୀ ପାଠ ପଢୁଥିବା ବେଳେ ଶୁକ୍ରବାର ୧୦୬ ଜଣ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇଥିଲେ ।

ଘଟଣା ଜଣାପଡିବା ପରେ ମନମୁଣ୍ଡାରେ ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ସିଡିଏମଓ, ଶିକ୍ଷା ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ପହଞ୍ଚି ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।

ବୌଦ୍ଧରୁ ସତ୍ୟନାରାୟଣ ପାଣି, ଇଟିଭି ଭାରତ

Intro:Body:

BLANK FOR LINK 

Conclusion:
Last Updated : Oct 25, 2019, 7:41 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.