ETV Bharat / state

ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ ସହ ଦାବିପତ୍ର ପ୍ରଦାନ

author img

By

Published : Nov 5, 2019, 5:17 PM IST

ସ୍ମିତାରାଣୀ ହତ୍ୟାକାଣ୍ଡରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କ ଗିରଫ ଦାବି କରିଛି ବୌଦ୍ଧ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା। ଏନେଇ ଦାବିପତ୍ର ପ୍ରଦାନ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଫଟୋ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ

ବୌଦ୍ଧ: ସ୍ମିତାରାଣୀ ହତ୍ୟାକାଣ୍ଡର ତାତି ମଙ୍ଗଳବାର ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା। ତୁରନ୍ତ ଏହି ହତ୍ୟାକାଣ୍ଡରେ ଜଡିତ ସମସ୍ତ ଅଭିଯୁକ୍ତଙ୍କ ଗିରଫ କରିବା ଦାବିରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି।

ବୌଦ୍ଧ ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ବହୁ ଚର୍ଚ୍ଚିତ ସ୍ମିତାରାଣୀ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଓ ମହିଳା ସରକାରୀ କର୍ମଚାରୀଙ୍କୁ ଆବଶ୍ୟକ ସୁରକ୍ଷା ଦେବା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଭିଡିଓ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ

ଜିଲ୍ଲା ସଭାନେତ୍ରୀ ନମିତା ରାଣୀ ଦାସଙ୍କ ନେତୃତ୍ୱରେ ସଞ୍ଜୁକ୍ତା ନାଏକ, ବିପ୍ର ଚରଣ ମହାନ୍ତି, ସୂର୍ଯ୍ୟ ନାରାୟଣ ମହାପାତ୍ର, ସୌମିତ୍ରା ନାଏକ, ମନୋରଞ୍ଜନ ଦାସ ପ୍ରମୁଖ ବିକ୍ଷୋଭରେ ସାମିଲ ହୋଇଥିଲେ। ଏହି ଅବସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କୁ ମାନ୍ୟବର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ

Intro:ସ୍ମିତାରାଣୀ ହତ୍ୟାକାଣ୍ଡର ତାତି ମଙ୍ଗଳବାର ବୌଦ୍ଧ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ।ତୁରନ୍ତ ଏହି ହତ୍ୟାକାଣ୍ଡ ସହ ଜଡିତ ସମସ୍ତ ଅଭିଯୁକ୍ତକୁ ଗିରଫ ଦାବୀରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଛି।
ବୌଦ୍ଧ ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ବହୁ ଚର୍ଚ୍ଚିତ ସ୍ମିତାରାଣୀ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତକୁ ଗିରଫ ଓ ମହିଳା ସରକାରୀ କର୍ମଚାରୀ ଙ୍କୁ ଆବଶ୍ୟକ ସୁରକ୍ଷା ଦେବା ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।ଜିଲ୍ଲା ସଭାନେତ୍ରୀ ନମିତା ରାଣୀ ଦାସଙ୍କ ନେତୃତ୍ୱରେ ସଞ୍ଜୁକ୍ତା ନାଏକ,ବିପ୍ର ଚରଣ ମହାନ୍ତି, ସୂର୍ଯ୍ୟ ନାରାୟଣ ମହାପାତ୍ର, ସୌମିତ୍ରୀ ନାଏକ,ମନୋରଞ୍ଜନ ଦାସ ପ୍ରମୁଖ ବିକ୍ଷୋଭ ରେ ସାମିଲ ହୋଇଥିଲେ ।ଏହି ଅବସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଙ୍କୁ ମାନ୍ୟବର ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିଲା ।

Body:ବିଜେପି ମହିଳା ମୋର୍ଚ୍ଚା ର ବିକ୍ଷୋଭ ଓ ଦାବୀ ପତ୍ର ପ୍ରଦାନ ।

Conclusion:ବାଇଟ-୧-ନମିତା ରାଣୀ ଦାସ,ଜିଲ୍ଲା ସଭାନେତ୍ରୀ
ବୌଦ୍ଧ ରୁ ସତ୍ୟ ନାରାୟଣ ପାଣି, ଈଟିଭି ଭାରତ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.