ETV Bharat / state

ବୌଦ୍ଧରେ ସମ୍ପର୍କ ଯୋଡୁଛି ବିଜେଡି, ଆରମ୍ଭ ହେଲା ଜନସମ୍ପର୍କ ପଦଯାତ୍ରା

author img

By

Published : Oct 15, 2019, 7:07 PM IST

ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ମନ୍ତ୍ରୀ ତଥା ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଓ ପର୍ଯ୍ୟବେକ୍ଷକ କୃତ୍ତିବାସ ପାତ୍ର ଯୋଗ ଦେଇଛନ୍ତି ।

ଫଟୋ ସୌଜନ୍ୟ : ପ୍ରତିନିଧି, ବୌଦ୍ଧ

ବୌଦ୍ଧ: ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନବୀନ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଓ ମୋ ସରକାର ଯୋଜନା ବିଷୟରେ ଜିଲ୍ଲାବାସୀଙ୍କୁ ସଚେତନ କରିଛନ୍ତି ଦଳର ବରିଷ୍ଠ ନେତା ।

ବୌଦ୍ଧରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା

ସ୍ଥାନୀୟ ରାମେଶ୍ବର ମନ୍ଦିର ଠାରୁ ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଓ ନେତା ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବିଭିନ୍ନ ଓ୍ବାର୍ଡ ବୁଲିଥିଲେ । ଏହା ପରେ ସ୍ଥାନୀୟ ଟାଉନହଲରେ ବରିଷ୍ଠ ନେତା ଅଶୋକ ସାହୁଙ୍କ ସଭାପତିତ୍ବରେ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ, ପର୍ଯ୍ୟବେକ୍ଷକ କୃତ୍ତିବାସ ପାତ୍ର ଓ ବିଶ୍ବଜିତ ମିଶ୍ର ପ୍ରମୁଖ ଯୋଗ ଦେଇଛନ୍ତି । ନବୀନ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଛନ୍ତି।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଈଟିଭି ଭାରତ

Intro:ବୌଦ୍ଧ ନିର୍ବାଚନ ମଣ୍ଡଳୀ ରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି ।ମଙ୍ଗଳବାର ଦିନ ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଓ ନେତା ସ୍ଥାନୀୟ ରାମେଶ୍ୱର ମନ୍ଦିର ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବିଭିନ୍ନ ଓ୍ବାର୍ଡ ବୁଲିଥିଲେ । ଏହି ପଦଯାତ୍ରା ଅବସରରେ ନବୀନ ସରକାରଙ୍କ ବିଭିନ୍ନ ଯୋଜନା ଓ ମୋ ସରକାର ସମ୍ପର୍କରେ ବିଜେଡି ନେତାମାନେ ଲୋକଙ୍କ ସହିତ ଆଲୋଚନା ତଥା ସଚେତନ କରିଥିଲେ ।ସ୍ଥାନୀୟ ଟାଉନହଲ ଠାରେ ବରିଷ୍ଠ ନେତା ଅଶୋକ ସାହୁ ଙ୍କ ସଭାପତିତ୍ୱ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟ ଅତିଥି ରୂପେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ,ପର୍ଯ୍ୟବେକ୍ଷକ କୃତ୍ତିବାସ ପାତ୍ର ଓ ବିଶ୍ବଜିତ ମିଶ୍ର ପ୍ରମୁଖ ଯୋଗଦେଇ ସରକାରଙ୍କ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ ।

Body:ବୌଦ୍ଧ ନିର୍ବାଚନ ମଣ୍ଡଳୀ ରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା ।

Conclusion:ବାଇଟ-୧-ଅଶୋକ କୁମାର ସାହୁ, ବରିଷ୍ଠ ବିଜେଡି ନେତା
ବୌଦ୍ଧ ରୁ ସତ୍ୟ ନାରାୟଣ ପାଣି, ଈଟିଭି ଭାରତ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.