ETV Bharat / state

Pariksha Pe Charcha: ଚାପମୁକ୍ତ ରହିବାକୁ ପିଲାଙ୍କୁ ମୋଦିଙ୍କ ପରାମର୍ଶ

author img

By

Published : Apr 1, 2022, 4:23 PM IST

ପରୀକ୍ଷାକୁ ହର୍ଷଉଲ୍ଲାସର ସହ ସାମ୍ନା କର, ଚାପମୁକ୍ତ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ

Pariksha Pe Charcha 2022: ଚାପମୁକ୍ତ ରହିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ବୌଦ୍ଧ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ' ଚର୍ଚ୍ଚା କାର୍ଯ୍ୟକ୍ରମକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ଚାପମୁକ୍ତ ରହି ପରୀକ୍ଷା ପାଇଁ ପ୍ରସ୍ତୁତ ରହିବାକୁ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଦେଲେ ଟିପ୍ସ । ଆଜି (ଶୁକ୍ରବାର) ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।

ପରୀକ୍ଷା ପୂର୍ବରୁ ବିଦ୍ୟାର୍ଥୀମାନେ ଚାପମୁକ୍ତ ରହି କିଭଳି ପ୍ରସ୍ତୁତ ରହିବେ ସେନେଇ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଟିପ୍ସ ଦେଇଛନ୍ତି । ବୌଦ୍ଧ ଜିଲ୍ଲାର କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହାର ନବୋଦୟ ବିଦ୍ୟାଳୟରେ ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ଦୂର ସଞ୍ଚାର ମାଧ୍ୟମରେ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ' ଚର୍ଚ୍ଚା କାର୍ଯ୍ୟକ୍ରମରେ ଉତ୍ସାହର ସହିତ ଭାଗ ନେଇଥିଲେ ।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.