ETV Bharat / state

ବୌଦ୍ଧରେ ଜିଲ୍ଲାସ୍ତରୀୟ ତାଇକୋଣ୍ଡୋ ଚାମ୍ପିୟନସିପ୍ - boudha

ଜିଲ୍ଲାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ଜିଲ୍ଲାସ୍ତରୀୟ ତାଇକୋଣ୍ଡୋ ଚାମ୍ପିୟନସିପ । ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରଶିକ୍ଷିତ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।

ଫଟୋ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ
author img

By

Published : May 13, 2019, 3:26 PM IST

ବୌଦ୍ଧ: ଜିଲ୍ଲାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ଜିଲ୍ଲାସ୍ତରୀୟ ତାଇକୋଣ୍ଡୋ ଚାମ୍ପିୟନସିପ । ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରଶିକ୍ଷିତ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ବୌଦ୍ଧ

ଜିଲ୍ଲା ତାଇକୋଣ୍ଡୋ ଆସୋସିଏସନ ପକ୍ଷରୁ ଆୟୋଜିତ ଚାମ୍ପିୟନସିପ ପ୍ରଥମ ଥର ପାଇଁ ଜିଲ୍ଲାରେ ଅନୁଷ୍ଠିତ ହୋଇଛି । ରବିବାର ସ୍ଥାନୀୟ ଇନଡୋର ଷ୍ଟାଡିୟମରେ ଆୟୋଜିତ ଏହି ଚାମ୍ପିୟନସିପରେ ଜିଲ୍ଲାର ଷାଠିଏରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।

ସଂଘର ଜିଲ୍ଲା ସଭାପତି ଜିତେନ୍ଦ୍ର କୁମାର ମିଶ୍ର ଓ ସଂପାଦକ ଅଞ୍ଜିତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ବୌଦ୍ଧରେ ଏପରି କ୍ରୀଡା କାର୍ଯ୍ୟକ୍ରମ ପ୍ରଥମଥର ପାଇଁ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି ।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ

Intro:ବୌଦ୍ଧ ଜିଲ୍ଲାର ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ଜିଲ୍ଲା ସ୍ତରୀୟ ତାଇକୋଣ୍ଡୋ ଚାମ୍ପିୟନସିପ ।ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରଶିକ୍ଷିତ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।

Body:ବୌଦ୍ଧ ଜିଲ୍ଲା ତାଇକୋଣ୍ଡୋ ଆସୋସିଏସନ ଦ୍ବାରା ଆୟୋଜିତ ଜିଲ୍ଲା ସ୍ତରୀୟ ଚାମ୍ପିୟନସିପ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିଲା ।ରବିବାର ଦିନ ସ୍ଥାନୀୟ ଇନଡୋର ଷ୍ଟାଡିୟମରେ ଆୟୋଜିତ ଏହି ଚାମ୍ପିୟନସିପ ରେ ଜିଲ୍ଲାର ଷାଠିଏରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।ସଂଘର ଜିଲ୍ଲା ସଭାପତି ଜିତେନ୍ଦ୍ର କୁମାର ମିଶ୍ର ଓ ସଂପାଦକ ଅଞ୍ଜିତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।

Conclusion:ବାଇଟ-୧-ମନୀଷା ସାହୁ, ପ୍ରତିଯୋଗୀ
ବାଇଟ-୨-ଏହସାସ ହୋତା, ଜାତୀୟ ତାଇକୋଣ୍ଡୋ ରେଫରୀ
ବୌଦ୍ଧ ରୁ ସତ୍ୟ ନାରାୟଣ ପାଣି, ଈଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.