ETV Bharat / state

24 ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା - ରାଜ୍ୟ

ରାଜ୍ୟର କିଛି ଜିଲ୍ଲାରେ 24 ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।

ଫଟୋ ସୌଜନ୍ୟ: ପ୍ରତିନିଧି ଭୁବନେଶ୍ବର
author img

By

Published : Jun 19, 2019, 7:31 PM IST

ଭୁବନେଶ୍ବର: 24 ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ପବନର ବେଗ 30 ରୁ 40 କିଲୋମିଟର ରହିବା ନେଇ ଆଞ୍ଚଳିକ ପଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଭିଡିଓ ସୌଜନ୍ୟ: ପ୍ରତିନିଧି ଭୁବନେଶ୍ବର

ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ ,ପୁରୀ, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ,ନୟାଗଡ଼,ବୌଦ୍ଧ, ଢେଙ୍କାନାଳ, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ଗଜପତି ଓ ଗଞ୍ଜାମରେ ଘଡଘଡି ପବନ ସହ ବର୍ଷା ହେବା ନେଇ ପାଣିପାଗ ନିର୍ଦ୍ଦେଶକ ଏଚ ଆର ବିଶ୍ବାସ ସୂଚନା ଦେଇଛନ୍ତି ।

ଦକ୍ଷିଣ ଓଡ଼ିଶା ସହ ଉତ୍ତର ଓଡ଼ିଶାରର କେତେକ ଅଞ୍ଚଳରେ ମଧ୍ୟ ବର୍ଷା ବୃଦ୍ଧି ପାଇବା ନେଇ ସୂଚନା ମିଳିଛି । ଏହା ସହ ମାଲକାନଗିରି,ଗଜପତି, ଗଞ୍ଜାମ, ବାଲେଶ୍ଵର, ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଶ୍ରୀ ବିଶ୍ବାସ କହିଛନ୍ତି ।

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

Intro:Body:

sdfs

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.