ETV Bharat / state

ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ 71. 61 ପ୍ରତିଶତ ମତଦାନ

ସରିଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଆଉ ଏବେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର । ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ମୋଟ 71. 61 ପ୍ରତିଶତ ମତଦାନ ହୋଇଛି ।

author img

By

Published : Apr 24, 2019, 4:32 PM IST

Updated : Apr 24, 2019, 5:08 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ସରିଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଆଉ ଏବେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର । ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ମୋଟ 71. 61 ପ୍ରତିଶତ ମତଦାନ ହୋଇଛି । ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ 59.60 ପ୍ରତିଶତ ମତଦାନ ହୋଇଛି ।

ସେହିଭଳି ପୁରୀରେ 72.53 ପ୍ରତିଶତ, କଟକରେ 69.65 ପ୍ରତିଶତ, ଢେଙ୍କାନାଳ 74.98 ପ୍ରତିଶତ, କେନ୍ଦୁଝର 78.16 ପ୍ରତିଶତ, ସମ୍ବଲପୁରରେ 76.38 ପ୍ରତିଶତ ମତଦାନ ହୋଇଛି । ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ଏହୂ ସୂଚନା ଦିଆଯାଇଛି । ତେବେ 2014ରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ 58.40 ପ୍ରତିଶତ ଭୋଟିଂ ହୋଇଥିଲା ।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ଇଭିଏମ ତ୍ରୁଟି ପାଇଁ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିଲା । ଅନ୍ୟପଟେ ଭୁବନେଶ୍ବରରେ କିଛି ସ୍ଥାନରେ ବିଳମ୍ବିତ ରାତି ଯାଏଁ ଭୋଟିଂ ଚାଲିଥିଲା ବୋଲି ସୂଚନା ରହିଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:Body:

ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ 71. 61 ପ୍ରତିଶତ ମତଦାନ

ଭୁବନେଶ୍ବର: ସରିଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଆଉ ଏବେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର । ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ମୋଟ 71. 61 ପ୍ରତିଶତ ମତଦାନ ହୋଇଛି । ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ 59.60 ପ୍ରତିଶତ ମତଦାନ ହୋଇଛି । 

ସେହିଭଳି ପୁରୀରେ 72.53 ପ୍ରତିଶତ, କଟକରେ 69.65 ପ୍ରତିଶତ, ଢେଙ୍କାନାଳ 74.98ପ୍ରତିଶତ, କେନ୍ଦୁଝର 78. 16 ପ୍ରତିଶତ, ସମ୍ବଲପୁରରେ 76.38 ପ୍ରତିଶତ ମତଦାନ ହୋଇଛି । ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ଏହୂ ସୂଚନା ଦିଆଯାଇଛି । 2014ରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ 58.40 ପ୍ରତିଶତ ଭୋଟିଂ ହୋଇଥିଲା ।

ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ଇଭିଏମ ତ୍ରୁଟି ପାଇଁ ମତଦାନ ବିଳମ୍ବ ହୋଇଥିଲା । ଅନ୍ୟପଟେ ଭୁବନେଶ୍ବରରେ କିଛି ସ୍ଥାନରେ ବିଳମ୍ବିତ ରାତି ଯାଏଁ ଭୋଟିଂ ଚାଲିଥିଲା ବୋଲି ସୂଚନା ରହିଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Conclusion:
Last Updated : Apr 24, 2019, 5:08 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.