ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବରେ ଯୋଗଦେଲେ ଶକ୍ତିଶାଳୀ ବ୍ୟକ୍ତିତ୍ବ - bjd

କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନବୀନ ପଟ୍ଟନାୟକ। ତାଙ୍କର ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଅନେକ ବ୍ୟକ୍ତିବିଶେଷଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ୱର
author img

By

Published : May 29, 2019, 7:53 PM IST

ଭୁବନେଶ୍ବର: କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ତାଙ୍କୁ ରାଜ୍ୟପାଳ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ପରେ ତାଙ୍କ ନିକଟରକୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଫୋନ ଯୋଗେ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ବିଭିନ୍ନ ଦଳର ନେତା, ବିଧାୟକ ଏବଂ ସାଂସଦଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା । ଏହା ସହ ଅନେକ ବ୍ୟକ୍ତି ବିଶେଷ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ୱର

ସେମାନେ ହେଉଛନ୍ତି ଆଦିତ୍ୟବିର୍ଲା ଗ୍ରୁପର ଅଧ୍ୟକ୍ଷ କୁମାର ମଙ୍ଗଳମ୍ ବିର୍ଲା, ଜେଏସପିଏଲର ଅଧ୍ୟକ୍ଷ ନବୀନ ଜିନ୍ଦଲ, ସଞ୍ଜୀବ ପୁରୀ, ସଂଗୀତା ରେଡ୍ଡୀ, ସିପି ଗୁରାନୀ, ଆର୍ ଏସ୍ ବେହେରା, ଅଶୋକ ମହାପାତ୍ର, ରମାକାନ୍ତ ପଣ୍ଡା । ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଏହା ସହ ଭାଇ ପ୍ରେମ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟା ନବୀନଙ୍କୁ ସଚିବାଳୟରେ ଭେଟିଛନ୍ତି।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

  ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶପଥ ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଆଜି ରାଷ୍ଟ୍ରପତି ରାମନାଥ କୋବିନ ଫୋନ ଯୋଗେ ନବୀନ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଏହା ସହ ଆଦିତ୍ୟ ବିର୍ଲା  ର ମାଲିକ୍ କୁମାର ମଙ୍ଗଳମ୍ ବିର୍ଲା ,ସଂଜୀବ ପୁରୀ ,ସଂଗୀତା ରେଡ୍ଡୀ, ସିପି ଗୁରାନୀ,ଆର୍ ଏସ୍ ବେହେରା, ଅଶୋକ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।ଏହା ସହ ନବୀନ ଙ୍କ ଭାଇ ପ୍ରେମ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟା ମଧ ସଚିବାଳୟରେ ଭେଟିଛନ୍ତି ।

ଭିଜୁଆଲ୍ ହ୍ଵାଟ୍ସଆପ ଓ ବାଇଟ୍ ମୋଜୋ ରେ ଯାଇଛି ।
ବାଇ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.