ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ, 24 ଘଣ୍ଟାରେ 10 ମାମଲା ରୁଜୁ

author img

By

Published : Jul 3, 2020, 9:23 PM IST

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ 6716ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ..

ତାଲାବନ୍ଦ ନିୟମ ଉଲଙ୍ଘନ, 24 ଘଣ୍ଟାରେ 10ଟି ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ 6716ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୦ଟି ମାମଲା ରୁଜୁ କରାଯାଇଛି । ଏହି ୧୦ଟି ମାମଲା ମଧ୍ୟରୁ ୭ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ବାରଣ୍ଟାଇନ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ସେହିପରି ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଅନ୍ୟ ଏକ ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.