ETV Bharat / state

ସିଏମସିରେ ୧୨୫ କୋରୋନା ପଜିଟିଭ ଚିହ୍ନଟ - 125 corona identify in CMC

କଟକ ମହାନଗର ନିଗମରେ ଦିନକରେ ୧୨୫ କୋରୋନା ପଜିଟିଭ ଚିହ୍ନଟ ହୋଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ସିଏମସିରେ ୧୨୫ କୋରୋନା ପଜିଟିଭ ଚିହ୍ନଟ
ସିଏମସିରେ ୧୨୫ କୋରୋନା ପଜିଟିଭ ଚିହ୍ନଟ
author img

By

Published : Aug 25, 2020, 9:51 PM IST

କଟକ: ସିଏମସିରେ ସର୍ବାଧିକ ୧୨୫ ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୩୩ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୩୪ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ୩୪ ଜଣ କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ଚାଉଳିଆଗଞ୍ଜ ନୂଆ ନିମ୍ବସାହି କଣ୍ଟେନମେଣ୍ଟ ଜୋନ ମଧ୍ୟରୁ ଚିହ୍ନଟ ହୋଇଛନ୍ତି । ସେଥିରୁ ୨୧ ଜଣ ପୁରୁଷ ଓ ୧୩ ଜଣ ମହିଳା ଆକ୍ରାନ୍ତ ଅଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୩୬୫୩ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୨୨୦୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୨୧ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୪୨୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ କଟକ ସହରରେ ଆଜି ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାଣୟ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.