କଟକ: କଟକ ମହାନଗର ନିଗମରେ ଆଜି ୧୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୫ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୭୦୩ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୫ ହଜାର ୪୬୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୮୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ୧୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ
ସିଏମସିରେ ଖସୁଛି କୋରୋନା ସଂକ୍ରମଣ, ଆଜି ୧୫ ପଜିଟିଭ ଚିହ୍ନଟ
କଟକ ମହାନଗର ନିଗମରେ ଆଜି ୧୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୭୦୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଅଧିକ ପଢନ୍ତୁ...