ETV Bharat / state

ସିଏମସିରେ ୧୫୦ କୋରୋନା ପଜେଟିଭ ଚିହ୍ନଟ, ଜଣେ ମୃତ - କଟକ ମହାନଗର ନିଗମ କୋରୋନା ଅପଡେଟ

ସିଏମସିରେ ଗୁରୁବାର ପୁଣି ୧୫୦ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ସିଏମସିରେ ୨୮୨୮ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୭୨୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୧୪ ଜଣଙ୍କର ମୃତ୍ୟୁ ଘଟିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ctc
ପୁଣି ନୂଆଁ ୧୫୦ କୋରୋନା ପଜେଟିଭ ଚିହ୍ନଟ
author img

By

Published : Aug 20, 2020, 8:00 PM IST

କଟକ: ସିଏମସିରେ ଗୁରୁବାର ପୁଣି ୧୫୦ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୪୭ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୬୭ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୨୮୨୮ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୭୨୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୧୪ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୦୮୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଆଜି କଟକରୁ ଜଣେ କୋରୋନାରେ ପ୍ରାଣ ହରାଇଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରଚ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.