ETV Bharat / state

ସିଏମସିରେ ଆଜି ୨୦୨ ପଜିଟିଭ ଚିହ୍ନଟ, ୯୯ ଲୋକାଲ

author img

By

Published : Oct 1, 2020, 10:38 PM IST

କଟକ ମହାନଗର ନିଗମରେ ଆଜି ୨୦୨ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୨ ହଜାର ୨୨୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୯୬୮୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

cmc corona update
cmc corona update

କଟକ: କଟକ ମହାନଗର ନିଗମରେ ଆଜି ୨୦୨ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୫୪ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୯୯ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୨ ହଜାର ୨୨୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୯୬୮୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୫୧ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୪୮୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି କଟକ ମହାନଗର ନିଗମ ଅଞ୍ଚଳରେ ଆଜି ୨ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.