ETV Bharat / state

ସିଏମସିରେ ପୁଣି ୨୪୮ କୋରୋନା ପଜିଟିଭ, ୧୪୯ ଲୋକାଲ

author img

By

Published : Sep 17, 2020, 6:51 AM IST

ସିଏମସିରେ ବୁଧବାର ୨୪୮ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୬୭ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ସିଏମସିରେ ପୁଣି ୨୪୮ କୋରୋନା ପଜିଟିଭ, ୧୪୯ ଲୋକାଲ
ସିଏମସିରେ ପୁଣି ୨୪୮ କୋରୋନା ପଜିଟିଭ, ୧୪୯ ଲୋକାଲ

କଟକ: କଟକ ମହାନଗର ନିଗମରେ ବୁଧବାର ୨୪୮ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୬୭ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୧୪୯ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୮୪୬୩ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୬୨୫୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେପଟେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୧୭୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.