କଟକ: କଟକ ମହାନଗର ନିଗମରେ ଆଜି ୨୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୨ ଜଣ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କୁ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ କରାଯାଇଛି । ସେହିପରି ୧୬ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୬୦୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୫ ହଜାର ୨୮୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୮୦ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୪୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । କଟକ ମହାନଗର ନିଗମରେ ଆଜି ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ
କଟକ ମହାନଗର ନିଗମରେ ଆଜି ୨୫ କୋରୋନା ଆକ୍ରାନ୍ତ ଚିହ୍ନଟ, ୧୬ ଲୋକାଲ - କଟକ ମହାନଗର ନିଗମରେ ୨୫ କୋରୋନା ଆକ୍ରାନ୍ତ ଚିହ୍ନଟ
କଟକ ମହାନଗର ନିଗମରେ ଆଜି ୨୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୬୦୭ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଅଧିକ ପଢନ୍ତୁ...