ETV Bharat / state

ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡର ଚଢାଉ: ୮୨ କେଜି ଗଞ୍ଜେଇ ଜବତ, ୨ ଗିରଫ

author img

By

Published : May 11, 2022, 6:36 PM IST

କଟକ ଟାଙ୍ଗି ନିକଟରୁ ୮୨ କେଜି ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି କଟକର ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ । ଅଧିକ ପଢନ୍ତୁ

ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡର ଚଢାଉ: ୮୨ କେଜି ଗଞ୍ଜେଇ ଜବତ, ୨ ଗିରଫ
ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡର ଚଢାଉ: ୮୨ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: କଟକ ଟାଙ୍ଗି ନିକଟରୁ ୮୨ କେଜି ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି କଟକର ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ । ଏଥିସହିତ ଗଞ୍ଜେଇ ଚାଲାଣ କରିବା ପାଇଁ ବ୍ୟବହାର ହେଉଥିବା ବୋଲେରୋ ଗାଡିକୁ ମଧ୍ୟ ଜବତ କରାଯାଇଛି ।

ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗିରଫ ହୋଇଥିବା ଦୁଇ ଅପରାଧୀ ହେଉଛନ୍ତି ଅନନ୍ତ ଚାଉଳିଆ ଓ ସିଦ୍ଧକର ପ୍ରଧାନ । ଦୁହିଁଙ୍କ ଘର କନ୍ଧମାଳ ଜିଲ୍ଲାରେ ହୋଇଥିବା ବେଳେ ଏମାନେ କନ୍ଧମାଳରୁ ବାଲେଶ୍ଵର ଗଞ୍ଜେଇ ଚାଲାଣ କରୁଥିଲେ ବୋଲି ଅବକାରୀ ଇନ୍ସପେକ୍ଟର ସୂଚନା ଦେଇଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.