ETV Bharat / state

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭୟ ପାଠକ

author img

By

Published : Dec 4, 2020, 10:08 PM IST

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କୁବେର ଆଇଏଫଏସ ଅଭୟ ପାଠକଙ୍କ ପକ୍ଷରୁ ହାଇକୋର୍ଟରେ ଜାମିନ ଆବେଦନ କରାଯାଇଛି ।

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭୟ ପାଠକ
ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭୟ ପାଠକ

କଟକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା କୁବେର ଆଇଏଫଏସ ଅଭୟ ପାଠକଙ୍କ ପକ୍ଷରୁ ହାଇକୋର୍ଟରେ ଜାମିନ ଆବେଦନ କରାଯାଇଛି । ପୂର୍ବରୁ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ଆବେଦନ ଖାରଜ ହେବା ପରେ ଆଜି (ଶୁକ୍ରବାର) ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ।

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭୟ ପାଠକ
ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭୟ ପାଠକ

ଗତ ଡିସେମ୍ବର 2 ତାରିଖରେ ଭିଜିଲାନ୍ସ ଦ୍ବାରା ଗିରଫ ହେବା ପରେ ଅଭୟକାନ୍ତଙ୍କୁ 9 ଦିନିଆ ବିଚାର ବିଭାଗୀୟ ହେପାଜତକୁ ପଠାଇ ଦିଆଯାଇଥିଲା । ପରେ ଏନେଇ 3ଦିନିଆ ରିମାଣ୍ଡରେ ନେବା ପାଇଁ ଭିଜିଲାନ୍ସକୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଅନୁମତି ଦେଇଥିଲେ । ବର୍ତ୍ତମାନ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରାଯାଉଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.