କଟକ: ଆସନ୍ତା ଜୁଲାଇ 17ରୁ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଟୁର୍ଣ୍ଣାମେଣ୍ଟ କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଖେଳାଯିବ । ଏନେଇ କ୍ରୀଡା ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।
ଏହି ସମୀକ୍ଷା ବୈଠକରେ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଭାଗ ନେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ 16ଟି ଦେଶ ଭାଗ ନେବେ ।
କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ