ETV Bharat / state

ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର - Chief Justice

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ପଞ୍ଜାବ-ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ ମୁରଲୀଧର। ଅଧିକ ପଢନ୍ତୁ...

ଓଡିଶା ହାଇକୋର୍ଟ
ଓଡିଶା ହାଇକୋର୍ଟ
author img

By

Published : Dec 31, 2020, 7:12 PM IST

କଟକ: ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ପଞ୍ଜାବ-ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ ମୁରଲୀଧର। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ସୁପାରିଶ କ୍ରମେ ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଏନେଇ ବିଜ୍ଞପ୍ତି ଜାରି କରିଛି।

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.