ETV Bharat / state

ଓଡିଶା ଆସୁଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ - ଯୋଗଦେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ଓଡିଶା ଆସୁଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି । କଟକ ସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ଅଧିକ ପଢନ୍ତୁ

ଓଡିଶା ଆସୁଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ଜାତୀୟ ଆଇନ ଵିଶ୍ବଵିଦ୍ୟାଳୟର ସମାଵର୍ତ୍ତନ ଉତ୍ସବରେ ଯୋଗଦେବେ

author img

By

Published : Sep 16, 2022, 11:06 PM IST

କଟକ: ଆସନ୍ତା କାଲି କଟକ ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବ । ଯୋଗ ଦେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ୟୁ ୟୁ ଲଳିତ । ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମୁଖ୍ୟ ବିଚାରପତି ।

ଏହି ସମାବର୍ତ୍ତନ ଉତ୍ସବରେ ସୁପ୍ରିମକୋର୍ଟ ର ବିଚାରପତି ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୁଡ ସମ୍ମାନୀତ ଅତିଥି ଭାବେ ଯୋଗ ଦେବେ । ଏଥିସହ ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ଏନ୍‌ ଏଲ୍‌ ୟୁ କୁଳପତି ଡକ୍ଟର ଜଷ୍ଟିସ ଏସ୍ ମୁରଲୀଧର ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଡିଗ୍ରୀ ପ୍ରଦାନ କରିବେ । ତେବେ ଏହି ସମାବର୍ତ୍ତନ ଉତ୍ସବରେ ୨୨୧ଜଣ ସ୍ନାତକଙ୍କୁ ଡିଗ୍ରୀ ପ୍ରଦାନ କରାଯିବ । ଏହା ସହ ୪ଜଣଙ୍କୁ ଡକ୍ଟରେଟ୍‌ ଉପାଧି, ୩୮ଜଣଙ୍କୁ ଏଲ ଏଲ ଏମ୍ ଡିଗ୍ରୀ ଓ ୨୨ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.