ETV Bharat / state

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍ - ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍

୨୦୧୭ ମସିହା କଟକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍ । ଦଣ୍ଡାଦେଶ ଦେଲେ ଏଡିଜେ ଫାଷ୍ଟ ଟ୍ରାକ କୋର୍ଟ । ଅଧିକ ପଢନ୍ତୁ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍

author img

By

Published : Nov 3, 2022, 8:27 AM IST

କଟକ: ୨୦୧୭ ମସିହାରେ କଟକର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଆଡହକ ଏଡିଜେ ଫାଷ୍ଟ ଟ୍ରାକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ଅଭିଯୁକ୍ତ ରାଜୁ ସେଠୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ । ଏହାସହିତ ୩୦ ହଜାର ଟଙ୍କା ଜୋରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ସଶ୍ରମ କାରାଦଣ୍ଡାଦେଶରେ ଦଣ୍ଡିତ କରାଯିବ । ସେହିପରି ପୀଡିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.