ETV Bharat / state

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା: ଏସସିବିକୁ 2 ସ୍ଥାନାନ୍ତର, ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ - ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣାରେ 2 ଜଣ ଗୁରୁତର ଏସସିବିରେ ପହଁଚିଲେ । ସେପଟେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା; ଏସସିବିରେ 2 ସ୍ଥାନାନ୍ତର, ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

author img

By

Published : Oct 7, 2020, 4:18 PM IST

Updated : Oct 7, 2020, 5:07 PM IST

କଟକ: ଏସସିବିକୁ ସ୍ଥାନାନ୍ତର ହେଲେ 2 ଗୁରୁତର । ପେଟ୍ରୋଲ ପମ୍ପ ବିସ୍ପୋରଣରେ ଅନେକ ହୋଇଛନ୍ତି ଆହତ । ତେବେ ଏହି ଦୁଇ ଜଣଙ୍କ ପରିଚୟ ମିଳି ପାରିନାହିଁ । ଆଉ ଜଣେ ଗୁରୁତର ଏସସିବି ଆସିବା ନେଇ ସମ୍ଭାବନା ରହିଛି । ସେପଟେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଧର୍ମେନ୍ଦ୍ର ପ୍ରଧାନ ।

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା; ଏସସିବିରେ 2 ସ୍ଥାନାନ୍ତର, ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଧର୍ମେନ୍ଦ୍ର । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରନ୍ତୁ ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ।

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା; ଏସସିବିକୁ 2 ସ୍ଥାନାନ୍ତର, ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ

Last Updated : Oct 7, 2020, 5:07 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.