ETV Bharat / state

ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ - କଟକ ଖବର

ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ପାଖାପାଖି ୧୦ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର କ୍ଷୟକ୍ଷତି ଘଟିଥିବା ଅନୁମାନ କରାଯାଉଛି । ଅଧିକ ଖବର ପଢନ୍ତୁ..

ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ
ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ
author img

By

Published : Dec 7, 2019, 2:43 PM IST

କଟକ: ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ତେବେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି ।

ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅଗ୍ନିକାଣ୍ଡ

ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ୩ଟି ଅଗ୍ନିଶମ ଗାଡି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ତେବେ ଅଡିଟୋରିୟମରେ ଅଗ୍ନିକାଣ୍ଡ ଯୋଗୁଁ ପାଖାପାଖି ୧୦ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର କ୍ଷୟକ୍ଷତି ଘଟିଥିବା ଅନୁମାନ କରାଯାଉଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Intro:କଟକ ବିଦ୍ୟାଧର ପୁର ସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର ଅଡିଟରିୟମ ରେ ଅଗ୍ନିକାଣ୍ଡ।ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ।ତେବେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି।ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ କୁ ଆୟତ୍ତ କରିଛି। ୩ ଟି ଅଗ୍ନିଶମ ଗାଡି ନିଆଁ କୁ ଆୟତ୍ତ କରିଛି।ତେବେ ଅଡିଟରିୟମ ରେ ଅଗ୍ନିକାଣ୍ଡ ଯୋଗୁଁ ପାଖା ପାଖି ୧୦ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର କ୍ଷୟ କ୍ଷତି ଘଟିଥିବା ଅନୁମାନ କରାଯାଉଛି।Body:No needConclusion:No need
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.