ETV Bharat / state

SCB ମେଡିକାଲ ପରିସର ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ, ଲୋକେ ଆତଙ୍କିତ

author img

By

Published : Mar 5, 2022, 3:15 PM IST

କଟକ ବଡ଼ ମେଡ଼ିକାଲର ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଗେଟ ସମ୍ମୁଖରେ ଥିବା ଏକ ଇଲେକ୍ଟ୍ରି ଟ୍ରାନ୍ସଫର୍ମରରେ ହଠାତ୍ ନିଆଁ ଲାଗିଯାଇଥିଲା । ଟ୍ରାନ୍ସଫର୍ମରଟି ହଠାତ୍ ହୁ ହୁ ହୋଇ ଜଳିବା ଯୋଗୁଁ ସାଧାରଣ ଲୋକେ ଆତଙ୍କିତ ହୋଇଯାଇଥିଲେ । ଅଧିକ ପଢନ୍ତୁ

SCB ମେଡିକାଲ ପରିସର ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ, ଲୋକେ ଆତଙ୍କିତ
SCB ମେଡିକାଲ ପରିସର ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ, ଲୋକେ ଆତଙ୍କିତ

କଟକ: କଟକ ବଡ଼ ମେଡ଼ିକାଲ ପରିସରରେ ଅଗ୍ନିକାଣ୍ଡ । ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଗେଟ ସମ୍ମୁଖରେ ଥିବା ଏକ ଇଲେକ୍ଟ୍ରି ଟ୍ରାନ୍ସଫର୍ମରରେ ହଠାତ୍ ନିଆଁ ଲାଗିଯାଇଥିଲା । ଟ୍ରାନ୍ସଫର୍ମରଟି ହଠାତ୍ ହୁ ହୁ ହୋଇ ଜଳିବା ଯୋଗୁଁ ସାଧାରଣ ଲୋକେ ଆତଙ୍କିତ ହୋଇଯାଇଥିଲେ ।

ପରେ ଖବର ପାଇ ମେଡିକାଲ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବାବେଳେ ବାରମ୍ବାର ଏଭଳି ଅଗ୍ନିକାଣ୍ଡ ଘଟୁଥିଲେ ମଧ୍ୟ ବିଦ୍ୟୁତ ବିଭାଗର ଦୁର୍ବଳତା ଯୋଗୁଁ ଏହା ଘଟୁଥିବା ସାଧାରଣ ଲୋକେ ଅଭିଯୋଗ କରିଛନ୍ତି ।

କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.