ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୧୮ ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୬୭ ଟି ମାମଲା ରୁଜୁ ହୋଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

୨୪ ଘଣ୍ଟାରେ ୧୮ ଟି ମାମଲା ରୁଜୁ
୨୪ ଘଣ୍ଟାରେ ୧୮ ଟି ମାମଲା ରୁଜୁ
author img

By

Published : Jun 7, 2020, 8:22 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୬୭ ଟି ମାମଲା ରୁଜୁ ହୋଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ସକାଳୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୮ ଟି ମାମଲା ରୁଜୁ କରାଯାଇଛି । ଏହି ୧୮ ଟି ମାମଲା ମଧ୍ୟରୁ ୧୫ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ ଟି ମାମଲା ହୋମ କ୍ବାରଣ୍ଟାଇନ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.