ETV Bharat / state

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା, ଗୋଟିଏ ଦିନରେ ୧୧ଟି ମାମଲା ରୁଜୁ

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା
ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା
author img

By

Published : Aug 18, 2020, 7:00 PM IST

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୦୩ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ କରାଯାଇଛି । ଏହି ୧୧ଟି ମାମଲା ମଧ୍ୟରୁ ୯ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ୨ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.