ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ କରି ୨୪ ଘଣ୍ଟାରେ ୨୦ ମାମଲା ରୁଜୁ

author img

By

Published : Jul 28, 2020, 6:29 PM IST

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୨୧୭ ଟି ମାମଲା ରୁଜୁ କରାଯାଇଛି । ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୨୦ ଟି ମାମଲା ରୁଜୁ । ପଢନ୍ତୁ ସମ୍ପୂୁର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା,୨୪ ଘଣ୍ଟାରେ ୨୦ ଟି ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୨୧୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୦ ଟି ମାମଲା ରୁଜୁ କରାଯାଇଛି । ଏହି ୨୦ ଟି ମାମଲା ମଧ୍ୟରୁ ୧୮ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ୱାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.