ETV Bharat / state

ଲକଡାଉନ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୬ ମାମଲା ରୁଜୁ

ଓଡିଶାରେ ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା । 24 ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୨୬ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଲକଡାଉନ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୬ ଟି ମାମଲା ରୁଜୁ

author img

By

Published : Jun 8, 2020, 10:27 PM IST

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୯୩ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୬ ଟି ମାମଲା ରୁଜୁ କରାଯାଇଛି । ଏହି ୨୬ଟି ମାମଲା ମଧ୍ୟରୁ ସମସ୍ତ ୨୬ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.