ETV Bharat / state

ଲକଡାଉନ ନିୟମ ଉଲ୍ଲଙ୍ଘନ ମାମଲା; ଦିନକରେ ୬ଟି ମାମଲା ରୁଜୁ - ଓଡିଶାରେ ଦିନକରେ ୬ଟି ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଦିନକରେ ୬ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଲକଡାଇନ ନିୟମ ଉଲ୍ଲଙ୍ଘନ ମାମଲା
ଲକଡାଇନ ନିୟମ ଉଲ୍ଲଙ୍ଘନ ମାମଲା
author img

By

Published : Aug 16, 2020, 9:42 PM IST

କଟକ: ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୮୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଶିନବାର ସକାଳୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି । ଏହି ୬ଟି ମାମଲା ମଧ୍ୟରୁ ୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.