ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୬ ଟି ମାମଲା ରୁଜୁ - ୨୪ ଘଣ୍ଟାରେ ୧୬ ଟି ମାମଲା ରୁଜୁ

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୬ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
author img

By

Published : Jul 9, 2020, 1:52 AM IST

କଟକ: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଆଜି ପର୍ଯ୍ୟନ୍ତ ମୋଟ ୬୭୯୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମଙ୍ଗଳବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୬ ଟି ମାମଲା ରୁଜୁ କରାଯାଇଛି । ଏହି ୧୬ ଟି ମାମଲା ମଧ୍ୟରୁ ୧୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ ଟି ମାମଲା ହୋମକ୍ୱାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.