ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୭ ଟି ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ରାଜ୍ୟରେ ୨୪ ଘଣ୍ଟାରେ ୨୭ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଆଜି ପର୍ଯ୍ୟନ୍ତ ମୋଟ ୬୧୫୨ ଟି ମାମଲା ରୁଜୁ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୭ ଟି ମାମଲା ରୁଜୁ

author img

By

Published : May 12, 2020, 12:23 AM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଏପର୍ଯ୍ୟନ୍ତ ମୋଟ ୬୧୫୨ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଏପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୭ ଟି ମାମଲା ରୁଜୁ କରାଯାଇଛି । ଏହି ୨୭ଟି ମାମଲା ମଧ୍ୟରୁ ୨୩ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ ୨ଟି ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ହୋଇଛି । ସେହିପରି ୨ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.