କଟକ: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଆଜି ହାଇକୋର୍ଟରେ ହେବ ମାମଲାର ଶୁଣାଣି। ଆଜି ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିବ SIT । ପୂର୍ବ ଶୁଣାଣିରେ ଷ୍ଟାଟସ ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ମାମଲାର CBI ତଦନ୍ତ ନିର୍ଦ୍ଦେଶ ପ୍ରାର୍ଥନା କରି କୋର୍ଟରେ ଦାୟର ହୋଇଛି ମାମଲା ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ