ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ରାଜ୍ୟରେ 2ଟି ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 2ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ..

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ରାଜ୍ୟରେ 2ଟି ମାମଲା ରୁଜୁ
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ରାଜ୍ୟରେ 2ଟି ମାମଲା ରୁଜୁ
author img

By

Published : Jun 24, 2020, 8:02 PM IST

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 6634ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 2ଟି ମାମଲା ରୁଜୁ କରାଯାଇଛି । ଏହି 2ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.