କଟକ: ଜଗତପୁର ଛକ ନିକଟରେ ସଡ଼କ ଦୁର୍ଘଟଣା । କାର ଓ ଟ୍ରକ ପଛୁଆ ଧକ୍କା ହେବା ଫଳରେ କାର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର ଚାଳକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ତେବେ ଘଟଣାସ୍ଥଳରେ ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
କଚକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ