ETV Bharat / state

ତୃତୀୟ ଜିଲ୍ଲା ପରିଷଦ ବୈଠକ, ଅଫିସରଙ୍କୁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ତାଗିଦ - କଟକ ଜିଲ୍ଲା ପରିଷଦ ତୃତୀୟ ସାଧାରଣ ପରିଷଦ ବୈଠକ

କଟକ ଜିଲ୍ଲା ପରିଷଦର ତୃତୀୟ ସାଧାରଣ ପରିଷଦ ବୈଠକ କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ବିଭାଗର ପଦାଧିକାରୀ ଏହି ବୈଠକରେ ଯୋଗ ଦେଇ ଆଗକୁ ଯୋଜନା ପ୍ରସ୍ତୁତ ହୋଇଥିବା ପ୍ରକଳ୍ପ ଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ । ଅଧିକ ପଢନ୍ତୁ

ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ, ଅଫିସରଙ୍କୁ ତାଗିଦ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

author img

By

Published : May 18, 2022, 9:45 PM IST

କଟକ: କଟକ ଜିଲ୍ଲା ପରିଷଦର ତୃତୀୟ ସାଧାରଣ ପରିଷଦ ବୈଠକ କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ବିଭାଗର ପଦାଧିକାରୀ ଏହି ବୈଠକରେ ଯୋଗ ଦେଇ ଆଗକୁ ଯୋଜନା ପ୍ରସ୍ତୁତ ହୋଇଥିବା ପ୍ରକଳ୍ପ ଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ । ବନ୍ୟା ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପଦକ୍ଷେପ ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚାଷ କାର୍ଯ୍ୟ ପାଇଁ ଜଳସେଚନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଆଲୋଚନା ହୋଇଥିଲା ।

ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ, ଅଫିସରଙ୍କୁ ତାଗିଦ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିଆଳୀ ବିଧାୟକ ପ୍ରମୋଦ ମଲ୍ଲିକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁଭଦ୍ରା ଦାସଙ୍କ ସମେତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ । ତେବେ ସଠିକ ଭାବରେ କାର୍ଯ୍ୟ କରିବାକୁ ଅଫିସରଙ୍କୁ ତାଗିଦ କରିଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.