ETV Bharat / state

ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

ଚାନ୍ଦବାଲି ରାସ୍ତାର କଳାଗିନି ଛକ ନିକଟରେ ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ।

author img

By

Published : Jul 11, 2019, 11:14 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କଟକ

କଟକ: ଚାନ୍ଦବାଲି ରାସ୍ତାର କଳାଗିନି ଛକ ନିକଟରେ ସଡକ ଦୁର୍ଘଟଣା । ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବାବେଳେ ତାଙ୍କ ଘର ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ବୋଲି ଜଣାପଡ଼ିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଟକ

ସେପଟେ ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଅପରପକ୍ଷେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Intro:କଟକ ଚାନ୍ଦବାଲି ରାସ୍ଥାର କଳାଗିନି ଛକ ନିକଟରେ ଦୁର୍ଘଟଣା ।ଏକ ଟ୍ରକ , ସ୍କୁଟି କୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଛି। ଯୁବକଙ୍କ ପରିଚୟ ମିଳି ନଥିଲେ ବି ତାଙ୍କ ଘର ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ବୋଲି ଜଣା ପଡ଼ିଛି। ଘଟଣା ସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଶବ ଜବତ କରିଛି।ତେବେ ଟ୍ରକ ଡ୍ରାଇଭର ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଛି।ଅନ୍ୟପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତେଜନା ଲାଗି ରହିଛି।Body:No needConclusion:No need

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.