ETV Bharat / state

ଖାନନଗର କାଠଯୋଡ଼ି ନଦୀ ପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର

author img

By

Published : Jul 7, 2020, 11:55 AM IST

ଖାନ ନଗର କାଠଯୋଡ଼ି ନଦୀ ପଠାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ଖାନନଗର କାଠଯୋଡ଼ି ନଦୀ ପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଖାନନଗର କାଠଯୋଡ଼ି ନଦୀ ପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ: ଖାନ ନଗର କାଠଯୋଡ଼ି ନଦୀ ପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା । ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି । ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ମୃତ ଶରୀରକୁ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି।

ମୃତ ଶରୀରଟି ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ମୃତକର ପରିଚୟ ମିଳି ପାରିନାହିଁ ।

କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.