ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୪ ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୮୩ ଟି ମାମଲା ରୁଜୁ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୪ ଟି ମାମଲା ରୁଜୁ

author img

By

Published : Jun 16, 2020, 10:00 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୮୩ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୪ ଟି ମାମଲା ରୁଜୁ କରାଯାଇଛି । ଏହି ୪ ଟି ମାମଲା ମଧ୍ୟରୁ ସମସ୍ତ ୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.