ETV Bharat / state

କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପରିଷଦ ବୈଠକ

author img

By

Published : Aug 21, 2019, 11:49 PM IST

କଟକ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ କଟକ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଡିଜାଇନ ଫଟୋ

କଟକ: ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ କଟକ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । କଟକ ଜିଲ୍ଲାର 46 ଟି ଜୋନର ଜିଲ୍ଲା ପରିଷଦ ସଭ୍ୟ ଏହି ବୈଠକରେ ସାମିଲ ହୋଇଥିବା ସୂଚନା ରହିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଟକ

ଜିଲ୍ଲା ପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକଙ୍କ ଅଧକ୍ଷତାରେ ଆୟୋଜିତ ଏହି ଷଷ୍ଠ ବୈଠକରେ କଟକ ସାଂସଦ ଭର୍ତ୍ତୃହରି ମହତାଵ ଜଗତସିଂହପୁର ସାସଂଦ ରାଜଶ୍ରୀ ମଲ୍ଲିକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଦେବୀ ମିଶ୍ର, ଚନ୍ଦ୍ର ସାରଥୀ ବେହେରା, ପ୍ରଶାନ୍ତ ବେହେରା, ସୌଭିକ ବିଶ୍ବାଳ, ପ୍ରମୋଦ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।

ଗତ ବୈଠକରେ ହୋଇଥିବା ଆଲୋଚନା ଓ ସେ ସଂକ୍ରାନ୍ତୀୟ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ପ୍ରଥମେ ଆଲୋଚନା ହୋଇଥିଲା । ଏହାପରେ ଜିଲ୍ଲାରେ କୃଷି, ଜଳସେଚନ, ସ୍ବାସ୍ଥ୍ୟ ଓ ଶିକ୍ଷା ସମ୍ପର୍କୀତ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା ।

କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ

Intro: କଟକ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ କଟକ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ଜିଲ୍ଲାର 46 ଟି ଯାକ ଜୋନର ଜିଲ୍ଲା ପରିଷଦ ସଭ୍ୟ ଏହି ବୈଠକରେ ସାମିଲ ହୋଇଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷl ଜ୍ୟୋତି ରେଖା ନାୟକଙ୍କ ଅଧକ୍ଷତାରେ ଆୟୋଜିତ ଏହି ଷଷ୍ଠ ବୈଠକରେ କଟକ ସାଂସଦ ଭର୍ତ୍ତୃହରି ମହତାଵ ଜଗତସିଂହପୁର ସାସଂଦ ରାଜଶ୍ରୀ ମଲ୍ଲିକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଦେବୀ ମିଶ୍ର, ଚନ୍ଦ୍ର ସାରଥୀ ବେହେରା, ପ୍ରଶାନ୍ତ ବେହେରା, ସୌଭିକ ବିଶ୍ୱାଳ, ପ୍ରମୋଦ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ଗତ ବୈଠକରେ ହୋଇଥିବା ଆଲୋଚନା ଓ ସେ ସଂକ୍ରାନ୍ତୀୟ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ପ୍ରଥମେ ଆଲୋଚନା ହୋଇଥିଲା। ଏହାପରେ ଜିଲ୍ଲାରେ କୃଷି, ଜଳସେଚନ, ସ୍ୱାସ୍ଥ୍ୟ ଓ ଶିକ୍ଷା ସମ୍ପର୍କୀତ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା ।

ବାଇଟ - ପ୍ରମୋଦ ମଲ୍ଲିକ ,ବିଧାୟକ,ନିଆଳି।
ନାଇଟ - ପ୍ରତାପ ଜେନା, ଆଇନମନ୍ତ୍ରୀ।

Body:no need

Conclusion:no need
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.