ଦେବଗଡ଼: ଦୁର୍ଗମ ଗ୍ରାମାଞ୍ଚଳରେ ଗମନା ଗମନ ବ୍ୟବସ୍ଥାକୁ ସୁଗମ କରିବା ଲକ୍ଷରେ ସରକାର କୋଟି କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ କରୁଛନ୍ତି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା । ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ଏହି ଯୋଜନା କାର୍ଯ୍ୟକାରୀ କରୁଥିବା ବିଭାଗୀୟ କତ୍ତୃପକ୍ଷଙ୍କ ଚରମ ଅବହେଳା ଓ ଏଥିରେ ନିୟୋଜିତ ଥିବା ଅସାଧୁ ଠିକାଦାରଙ୍କ ମୁନାଫାଖୋର ମନୋଭାବ ଯୋଗୁଁ ଏହାର ସୁଫଳ ସାଧାରଣ ଲୋକଙ୍କ ପାଖରେ ପହଁଚି ପାରୁନାହିଁ । ଏଭଳି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଲକର ପାରପୋଷି ଠାରୁ ତସରଡ଼ା ଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ।
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା କାହା ସ୍ୱାର୍ଥରେ ? ଦେବଗଡରେ ବାଟମାରଣା ଅର୍ଥ - ଦେବଗଡରେ ବାଟମାରଣା ଅର୍ଥ
ଦେବଗଡ଼ ଜିଲ୍ଲାର ଦୁର୍ଗମ ଗ୍ରାମାଞ୍ଚଳରେ ଗମନା ଗମନ ବ୍ୟବସ୍ଥାକୁ ସୁଗମ କରିବା ଲକ୍ଷରେ ସରକାର କୋଟି କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ କରୁଛନ୍ତି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା । ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ଏହି ଯୋଜନା କାର୍ଯ୍ୟକାରୀ କରୁଥିବା ବିଭାଗୀୟ କତ୍ତୃପକ୍ଷଙ୍କ ଚରମ ଅବହେଳା ଯୋଗୁଁ