ETV Bharat / state

ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ - ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର

ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣାରେ ମୃତ ଯୁବକଙ୍କ ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଖଇରପଶି ଗ୍ରାମରେ । ଅଧିକ ପଢନ୍ତୁ...

ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର
ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର
author img

By

Published : Apr 8, 2021, 5:45 PM IST

ଢେଙ୍କାନାଳ: ଶ୍ୱଶୁରଘର ଗାଁ ନିକଟସ୍ଥ ଏକ ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣାରେ ଯୁବକଙ୍କ ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ । ଏପରି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଖଇରପଶି ଗ୍ରାମରେ ।

ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର

ସୂଚନା ମୁତାବକ ମୃତ ଯୁବକ ଜଣକ ହେଉଛନ୍ତି ଅନୁଗୋଳ ଜିଲ୍ଲା ତାଳଚେର ଥାନା ହାଣ୍ଡି ଧୂଆର ମିଥୁନ ବେହେରା । ମିଥୁନ ଦୁଇ ବର୍ଷ ହେବ ତାଙ୍କ ଶ୍ୱଶୁରଘରେ ରହି ଆସୁଥିବାବେଳେ ଏକ ବିଲରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ଦୁଇ ଦିନ ତଳୁ ପାରିବାରିକ ଝଗଡ଼ା ପାଇଁ ମିଥୁନ ନିଖୋଜ ଥିବା ତାଙ୍କ ପତ୍ନୀ ପର୍ଜଙ୍ଗ ଥାନାରେ ଅଭିଯୋଗ କରିଥିଲେ । ଶ୍ୱଶୁରଘର ଲୋକ ମିଶି ତାଙ୍କୁ ହତ୍ୟା କରିଥିବା ତାଙ୍କ ମାଆ ପର୍ଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିବା ସହ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ ଅଧିକ ତଦନ୍ତ ଜାରି ରଖିଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.