ETV Bharat / state

ଗାଧୁଆ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ - ଢେଙ୍କାନାଳ ଖବର

ଗାଧୁଆଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ହେଉଛନ୍ତି ଢେଙ୍କାନାଳ ସହରର ଦକ୍ଷିଣକାଳୀ ଅଞ୍ଚଳର ସୌମ୍ୟ ରଞ୍ଜନ ନାୟକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ

ଗାଧୁଆ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ

author img

By

Published : Mar 2, 2022, 5:30 PM IST

ଢେଙ୍କାନାଳ : ଗାଧୁଆଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ହେଉଛନ୍ତି ଢେଙ୍କାନାଳ ସହରର ଦକ୍ଷିଣକାଳୀ ଅଞ୍ଚଳର ସୌମ୍ୟ ରଞ୍ଜନ ନାୟକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗାଧୁଆ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ

ଏହାବି ପଢନ୍ତୁ : ଆଜିଠୁ ମହାନଗର ନିଗମ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

ସୂଚନା ଅନୁସାରେ, ସୌମ୍ୟ ରଞ୍ଜନ ନିଜ ପିନ୍ଧା ଗାମୁଛାରେ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ପାରିବାରିକ କଳହରୁ ସେ ଗାଧୁଆ ଘରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଇଛି।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.