ETV Bharat / state

ମୋଦିଙ୍କ ଜନ୍ମଦିବସ ଉପଲକ୍ଷେ ବିଜେପି ତରଫରୁ ସେବା ସପ୍ତାହ ପାଳିତ

author img

By

Published : Sep 16, 2020, 3:45 PM IST

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ ଉପଲକ୍ଷେ ସେବା ସପ୍ତାହ ପାଳନ କରାଯାଇଛି l ତେବେ ଏହି କାର୍ଯ୍ୟକ୍ରମ କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ତରଫରୁ କରାଯାଇଛି । ଅଧିକ ପଢନ୍ତୁ...

BJP celebrated service week on Modi's birthday
ମୋଦିଙ୍କ ଜନ୍ମଦିବସ ଉପଲକ୍ଷେ ବିଜେପି ତରଫରୁ ସେବା ସପ୍ତାହ ପାଳିତ

ଢେଙ୍କାନାଳ: ଜିଲ୍ଲା କାମାକ୍ଷାନଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମଦିବସ ଉପଲକ୍ଷେ ସେବା ସପ୍ତାହ ପାଳନ କରାଯାଇଛି l ତେବେ ଏହି କାର୍ଯ୍ୟକ୍ରମ କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ତରଫରୁ କରାଯାଇଛି । ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

କାମାକ୍ଷାନଗର ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗମାନଙ୍କୁ ଟ୍ରାଇ ସାଇକେଲ, ଶ୍ରବଣ ଯନ୍ତ୍ର ଓ ଇଲେକ୍ଟ୍ରି ଆଶାବାଡି ଇତ୍ୟାଦି ପ୍ରଦାନ କରାଯାଇଛି l ଆଗାମୀ ଦିନରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଓ ଅନ୍ୟାନ୍ୟ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ କରି ସେବାକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି ଦଳୀୟ କାର୍ଯ୍ୟକର୍ତ୍ତା। ତେବେ ଏହି କାର୍ଯ୍ୟକ୍ରମରେ ସମସ୍ତ ଦଳୀୟ କର୍ମକର୍ତାମାନେ ଉପସ୍ଥିତ ଥିଲେ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.