ETV Bharat / state

ବିଜେଡି ପକ୍ଷରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

ବିଜେଡି ପକ୍ଷରୁ ଢେଙ୍କାନାଳ କାମାକ୍ଷାନଗରର ବିଜେଡି କାର୍ଯ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ । ଅଧିକ ପଢନ୍ତୁ...

author img

By

Published : Jan 10, 2021, 8:58 PM IST

blood donation camp organized by bjd in dhenkanal
ବିଜେଡି ପକ୍ଷରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

ଢେଙ୍କାନାଳ: ଜିଲ୍ଲା କାମାକ୍ଷାନଗର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟ ପରିସରରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଅନ୍ୟ ଅତିଥି ଭାବେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନରେ ରାଜ୍ୟରେ ରକ୍ତ ଅଭାବକୁ ଦୂର କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ରକ୍ତଦାନ ଶିବିରରେ ମୋଟ 500 ୟୁନିଟ ରକ୍ତ ସଂଗ୍ରହ କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି । ଏଥିରେ ଜିଲ୍ଲା ବିଜେଡିର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଅଛନ୍ତି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.