ETV Bharat / state

ଢେଙ୍କାନାଳରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ - ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଗସ୍ତ

ଢେଙ୍କାନାଳରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସରସ୍ୱତୀ ଶିଶୁ ମନ୍ଦିରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଆୟୋଜିତ ପ୍ରଶିକ୍ଷଣ ତାଲିମ ଶିବିରର ପରିଦର୍ଶନ କରିଛନ୍ତି । ଅଧିକ ପଢନ୍ତୁ

ଢେଙ୍କାନାଳରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

author img

By

Published : May 15, 2022, 8:35 PM IST

ଢେଙ୍କାନାଳ: ଆଜି(ରବିବାର) କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଗସ୍ତ କରିଛନ୍ତି । ଢେଙ୍କାନାଳ ସହରର ସୁନ୍ଦରୀ ଖାଲ ଠାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରରେ ମଲ୍ଟି ସଭାଗୃହରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ପରିଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଢେଙ୍କାନାଳରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏହି ଅବସରରେ ଅପରାହ୍ନ ପ୍ରାୟ ଦୁଇଟା ସମୟରେ କେନ୍ଦ୍ରମନ୍ତ୍ରୀ ଢେଙ୍କାନାଳରେ ପହଞ୍ଚିବା ପରେ ସ୍ଥାନୀୟ କୋରିଆଁ ବାଇପାସ ଛକ ଓ ସହରର ବାଜିଚୌକ ଛକ ନିକଟରେ ବିଜେପି କର୍ମୀମାନେ ମନ୍ତ୍ରୀଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ । ପରେ ଏକ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀ ସୁନ୍ଦରୀ ଖାଲ ନିକଟସ୍ଥ ସରସ୍ୱତୀ ଶିଶୁ ମନ୍ଦିର ପରିସର ପ୍ରଶିକ୍ଷଣ ଶିବିରକୁ ଯାଇଥିଲେ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.