ETV Bharat / state

ସଡକ ଦୁର୍ଘଟଣା, ବାଇକ ଆରୋହୀ ମୃତ

author img

By

Published : Apr 21, 2021, 10:47 PM IST

ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତା ଖଟୁଆହାତା ଛକ ନିଟରେ ବାଇକ ଓ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

ସଡକ ଦୁର୍ଘଟଣା, ବାଇକ ଆରୋହି ମୃତ
ସଡକ ଦୁର୍ଘଟଣା, ବାଇକ ଆରୋହି ମୃତ

ଢେଙ୍କାନାଳ : ବାଇକ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ବାଇକ ଚାଳକର ମୃତ୍ୟୁ ଘଟିଛି । ମୃତକ ହେଲେ କଙ୍କଡାହାଡର ଦିଲ୍ଲପ ସିଂ ।

ସୂଚନା ମୁତାବକ ଦିଲୀପ ଆଜି(ବୁଧବାର) ରାତିରେ ଢେଙ୍କାନାଳରୁ କାମ ସାରି କଙ୍କଡାହାଡରେ ଥିବା ନିଜ ଘରକୁ ଫେରୁଥିଲେ । ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତା ଖଟୁଆହାତା ଛକ ନିଟରେ ବିପରୀତ ଦିଗରୁ ଆସୁଥିବା ପିକଅପ ଭ୍ୟାନ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.