ETV Bharat / state

Kartika Purnima: ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡି ଛାତ୍ର ନିଖୋଜ

author img

By

Published : Nov 19, 2021, 8:00 PM IST

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ । ଡଙ୍ଗା ଭସାଇବାକୁ ଯାଇ ନବମ ଶ୍ରେଣୀ ଛାତ୍ର ନିଖୋଜ। ଅଧିକ ପଢନ୍ତୁ

ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡି ଛାତ୍ର ନିଖୋଜ

ଢେଙ୍କାନାଳ: କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ । ଡଙ୍ଗା ଭସାଇବାକୁ ଯାଇ ନବମ ଶ୍ରେଣୀ ଛାତ୍ର ନିଖୋଜ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ, ଢେଙ୍କାନାଳ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ଲତାବିଲ ସାହିର ରୋସନ ନାୟକ (୧୪) ।

ଆଜି କାର୍ତ୍ତିକ ପୁର୍ଣ୍ଣିମା ଥିବାରୁ ବ୍ରାହ୍ମଣୀ ନଦୀରେ ବୁଡ ଦେବା ବେଳେ ଭାସି ନିଖୋଜ ହୋଇଯାଇଥିଲେ। ଏନେଇ ଖବର ପାଇ ଭୁବନ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିଲା । ଆଉ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ବିଦ୍ୟାଧର ନାୟକଙ୍କର ଏକମାତ୍ର ପୁଅ ଥିଲେ ରୋସନ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.