ETV Bharat / state

ସୂର୍ଯ୍ୟାଲୋକ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳରେ ପ୍ରତିଭା ଚୟନ - pratibha selection programe in Dhenkanal

ଢେଙ୍କାନାଳ ଜିଲ୍ଲାରେ ଅନୁଷ୍ଠିତ ହୋଇଯାଇଛି ପ୍ରତିଭା ଚୟନ । ସୂର୍ଯ୍ୟାଲୋକ ଫାଉଣ୍ଡେସନ ପକ୍ଷରୁ ଏହା ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାର ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀମାନେ ଏଥିରେ ଅଂଶ ଗ୍ରହଣ କରିଥିଲେ ।

ଢେଙ୍କାନାଳରେ ପ୍ରତିଭା ଚୟନ
ଢେଙ୍କାନାଳରେ ପ୍ରତିଭା ଚୟନ
author img

By

Published : Jan 12, 2020, 7:00 PM IST

ଢେଙ୍କାନାଳ: ସୂର୍ଯ୍ୟାଲୋକ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳରେ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗୋପବନ୍ଧୁ ଟାଉନ ହଲ୍‌ଠାରେ ଏହି କାର୍ଯ୍ୟକ୍ରମକୁ ଢେଙ୍କାନାଳ ସାଂସଦ ମହେଶ ସାହୁ ଉଦଘାଟନ କରିଛନ୍ତି ।

ଢେଙ୍କାନାଳରେ ପ୍ରତିଭା ଚୟନ

ଏଜି ଅବସରରେ ଢେଙ୍କାନାଳ ବିଧାୟକ ସୁଧୀର ସାମଲ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀମାନେ ଏଥିରେ ଅଂଶଗ୍ରହଣ କରିଥିଲେ । ନାଚ ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

Intro:ସୂର୍ଯ୍ୟାଲୋକ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳରେ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୋପବନ୍ଧୁ ଟିଂ ଜଳ ଠାରେ ଏହି କାର୍ଯ୍ୟକ୍ରମକୁ ଢେଙ୍କାନାଳ ସାଂସଦ ମହେଶ ସାହୁ ଉଦ୍ଘାଟନ କରିଛନ୍ତି।

Body:ଏଜି ଅବସରରେ ଢେଙ୍କାନାଳ ବିଧାୟକ ସୁଧୀର ସାମଲ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଢେଙ୍କାନାଳ ର ବିଭିନ୍ନ ସ୍କୁଲ କଲେଜ ର ଛାଟ୍ର ଛାତ୍ରୀ ମାନେ ଏଥିରେ ଅଂଶ ଗ୍ରହଣ କରିଥିଲେ। ନାଚ ଗୀତ ଅଫି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

Conclusion:ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।
ଢେଙ୍କାନାଳ ରୁ ଉର୍ମିଳା ପାତ୍ର ଙ୍କ ରିପୋର୍ଟ । ଇଟିଭି ଭାରତ ।
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.