ETV Bharat / state

ଢେଙ୍କାନାଳରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

author img

By

Published : Nov 2, 2020, 10:20 PM IST

ଢେଙ୍କାନାଳ କାର୍ଯ୍ୟାଳୟର ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଛି । ଅଧିକ ପଢନ୍ତୁ..

ଢେଙ୍କାନାଳରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
ଢେଙ୍କାନାଳରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଢେଙ୍କାନାଳ: ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ସୋମବାର ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି ।

ଏହି ଉପଲକ୍ଷେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ପଦାଧିକାରୀ ଓ କର୍ମଚାରୀମାନଙ୍କୁ ସତ୍ୟନିଷ୍ଠ ଶପଥ ପାଠ କରାଇଛନ୍ତି। କୌଣସି ପ୍ରକାର ପ୍ରଲୋଭନ ନ ରଖି ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ଜିଲ୍ଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।

ଦେଶରୁ ଦୁର୍ନୀତି ସଂପୂର୍ଣ୍ଣ ଭାବେ ହଟାଇ ସମୃଦ୍ଧ ଭାରତ ଗଠନ ଉଦ୍ଦେଶ୍ୟରେ ସାରା ଦେଶରେ ଅକ୍ଟୋବର ୨୭ରୁ ନଭେମ୍ବର ୨ ପର୍ଯ୍ୟନ୍ତ ପାଳିତ ହୋଇଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୌଦାମିନୀ ସେଠୀଙ୍କ ସମେତ ଜିଲ୍ଲା କାର୍ଯ୍ୟଳୟର ସମସ୍ତ ପଦାଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.